1 John 3:17 — Compare Translations

7 translations compared side by side

Odia - 1840
"ଯେଉଁ ବିଶ୍ବାସୀ ଜଗତର ସମସ୍ତ ଧନ ରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥା ରେ ଦେଖି ମଧ୍ଯ ତାହାକୁ ସାହାୟ୍ଯ କରେ ନାହିଁ, ତା' ହୃଦୟ ରେ ପରମେଶ୍ବରଙ୍କର ପ୍ ରମେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ଜାଗତିକଭାବେ ସମ୍ପତ୍ତିଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ କିପରି ରହି ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଜଣେ ଧନୀ ବ୍ୟକ୍ତି ଭାଇର ଅଭାବ ଦେଖି ସୁଦ୍ଧା ତା’ପ୍ରତି ଦୟାର୍ଦ୍ର ଚିତ୍ତ ହୁଏ ନାହିଁ, ତା’ ହୃଦୟରେ ଈଶ୍ୱରଙ୍କ ପ୍ରେମ ଅଛି ବୋଲି ସେ କିପରି କହି ପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବିଶ୍ୱାସୀ ଜଗତର ସମସ୍ତ ଧନରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥାରେ ଦେଖି ମଧ୍ୟ ତାହାକୁ ସାହାଯ୍ୟ କରେ ନାହିଁ, ତା’ ହୃଦୟରେ ପରମେଶ୍ୱରଙ୍କର ପ୍ରେମ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ କିପରି ରହିପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗಾತ್ ಕೊನ್ ತರ್ ಎಕ್ಲೊ ಸಾವ್ಕಾರ್ ರ್‍ಹಾತಾ ಅನಿ ತೊ ಭಾವ್ ನಾತರ್ ಭೆನ್ ಗರ್ಜೆತ್ ಹೊತ್ತೆ ಬಗ್ತಾ, ಅನಿ ತೆಚ್ಯಾ ಗರ್ಜೆಕ್ ಪಾಯ್ನಾ, ತೆಚ್ಯಾಕ್ಡೆ ದೆವಾಚೊ ಪ್ರೆಮ್ ಕಸೊ ರ್‍ಹಾವ್ಕ್ ಹೊತಾ?