1 John 3:18 — Compare Translations
7 translations compared side by side
Odia - 1840
"ପ୍ରିୟ ପିଲାମାନେ, ଆମ୍ଭର ପ୍ ରମେ କବଳେ ଶବ୍ଦ ଓ କଥା ମଧିଅରେ ସୀମିତ ରହିବା ଉଚିତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ଵାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାମାନେ, ଆମର ପ୍ରେମ କେବଳ କଥାରେ ଓ ବାକ୍ୟାଳାପରେ ପ୍ରକାଶ ପାଇଲେ ଯଥେଷ୍ଟ ହେବ ନାହିଁ; ତାହାକୁ କାର୍ଯ୍ୟରେ ଦେଖାଇବାକୁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
Odia IRV 2017 (ଓଡିଆ ବାଇବେଲ)
ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾ ಪೊರಾನು, ತುಮಿ ಪ್ರೆಮಾಚ್ಯಾ ಗೊಸ್ಟಿಯಾತ್ನಿ ಅನಿ ಬೊಲ್ನ್ಯಾತ್ನಿ ರ್ಹಾಯ್ನಸ್ತಾನಾ, ಕಾಮಾನಿ ಅನಿ ಖರ್ಯಾನಿ ಪ್ರೆಮ್ ಕರ್ತಲೆ ಹೊವ್ನ್ ರ್ಹಾವ್ಚೆ.