1 John 3:2 — Compare Translations
7 translations compared side by side
Odia - 1840
"ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ବରଙ୍କର ସନ୍ତାନ, କିନ୍ତୁ ଭବିଷ୍ଯତ ରେ ଆମ୍ଭେ କ'ଣ ହବୋ ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହାଇଯେିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସହେି ରୂପରେ ଦେଖିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା।, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁଗଣ, ଏବେ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ, କିନ୍ତୁ ଭିବ୍ୟଷ୍ୟତରେ କଅଣ ହେବୁ, ଏକଥା ଅହୁରି ପ୍ରକାଶ ପାଇ ନାହିଁ। ଏତିକି ମାତ୍ର ଆମ୍ଭେମାନେ ଜାଣୁ: ଯେତେବେଳେ ଖ୍ରୀଷ୍ଟ ପୁନର୍ବାର ଆସିବେ, ଆମେ ତାଙ୍କର ପ୍ରକୃତ ସ୍ୱରୂପ ଦେଖି ତାଙ୍କ ପରି ହେବୁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ୱରଙ୍କର ସନ୍ତାନ, କିନ୍ତୁ ଭବିଷ୍ୟତରେ ଆମ୍ଭେ କ’ଣ ହେବା ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହୋଇଯିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସେହି ରୂପରେ ଦେଖିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾ ವಾಂಗ್ಡಿಯಾನು, ಅತ್ತಾ ಅಮಿ ದೆವಾಚಿ ಪೊರಾ, ಅನಿ ಅಮಿ ಫಿಡೆ ಕಾಯ್ ಹೊತಾಂವ್ ಮನುನ್ ಅಮ್ಕಾ ಅಜುನ್ ಗೊತ್ತ್ ನಾ, ಖರೆ ಕ್ರಿಸ್ತ್ ಪರ್ತುನ್ ಯೆತಾನಾ ತೆ ಕಳ್ವುನ್ ಘೆತಾಂವ್, ಅಮಿ ತೆಚ್ಯಾ ಸಾರ್ಕೆ ಹೊತಾಂವ್, ಅಮಿ ತೆಚೊ ಖರೊ ರುಪ್ ಬಗ್ತಾವ್ ಮನ್ತಲೆ ಅಮ್ಕಾ ಗೊತ್ತ್ ಹಾಯ್.