1 John 3:21 — Compare Translations
7 translations compared side by side
Odia - 1840
"ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ପରମେଶ୍ବରଙ୍କ ଛାମୁ ରେ ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଭରସା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ଵରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯଦି ନିଚ ବିବେକ ଆମକୁ ଦେଷୀ କରେ ନାହିଁ, ଈଶ୍ୱରଙ୍କ ସାନ୍ନିଧ୍ୟରେ ଆମେ ସତ୍ସାହାସୀ ହୋଇ ପାରିବା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ପରମେଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଭରସା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮಾಚ್ಯಾನು, ಅಮ್ಚ್ಯಾ ಭುತ್ತುರ್ಲ್ಯಾ ಮನಾನ್ ಅಮ್ಕಾ ಚುಕಿದಾರ್ ಮನುನ್ ನಿರ್ಧಾರ್ ಕರುಕ್ ನಸ್ಲ್ಯಾರ್, ಅಮಿ ಧೈರ್ಯಾನ್ ದೆವಾಚ್ಯಾ ಇದ್ರಾಕ್ ರ್ಹಾವ್ಕ್ ಹೊತಾ.