1 John 3:22 — Compare Translations
7 translations compared side by side
Odia - 1840
"ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ତାଙ୍କୁ ଯାହା ମଗିବ, ସେ ତାହା ଦାନ କରିବେ, କାରଣ ଆମେ ତାଙ୍କ ଆଜ୍ଞାନୁବର୍ତ୍ତୀ; ଆମ୍ଭମାନଙ୍କ କାର୍ଯ୍ୟରେ ତାଙ୍କୁ ପ୍ରୀତ କରିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସେହି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತೆಚಿ ಹುಕುಮಾ ಪಾಳುನ್ ತೆಚ್ಯಾ ಮನಾ ಸಾರ್ಕೆ ಚಲ್ಲ್ಯಾರ್, ಅಮಿ ಕಾಯ್ ಮಾಗ್ತಾಂವ್ ತೆ ತೊ ಅಮ್ಕಾ ದಿತಾ.