1 John 3:23 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କର ଏହା ଆଦେଶ: ତାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଆମ୍ଭମାନେେ ବିଶ୍ବାସ କରିବା ଓ ପରସ୍ପରକୁ ଭଲ ପାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ଵାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପ୍ରତି ତାଙ୍କର ଆଜ୍ଞା ହେଉଛି: ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଏହା ଆଦେଶ: ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ବିଶ୍ୱାସ କରିବା ଓ ପରସ୍ପରକୁ ଭଲ ପାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚೊ ಹುಕುಮ್ ಕಾಯ್ ಮಟ್ಲ್ಯಾರ್, ಜೆಜು ಕ್ರಿಸ್ತಾಚ್ಯಾ ನಾವಾ ವರ್ತಿ ವಿಶ್ವಾಸ್ ಥವ್ಚೆ ತೆನಿ ಸಾಂಗಟಲ್ಲ್ಯಾ ಸರ್ಕೆ ಎಕಾಮೆಕಾಚೊ ಪ್ರೆಮ್ ಕರುಚೆ ಮನ್ತಲೊಚ್,