1 John 3:24 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ତାହାଙ୍କ ଆଦେଶଗୁଡ଼ିକ ପାଳନ କରେ, ସେ ପରମେଶ୍ବରଙ୍କଠା ରେ ରୁ ହେ ଓ ପରମେଶ୍ବର ସହେି ଲୋକଠା ରେ ରୁହନ୍ତି। ପରମେଶ୍ବର ଯେ ଆମ୍ଭମାନଙ୍କଠା ରେ ବାସ କରନ୍ତି, ତାହା ଆମ୍ଭମାନେେ କିପରି ଜାଣିବା? ପରମେଶ୍ବରଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ବାରା ଆମ୍ଭମାନେେ ତାହା ଜାଣିପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କ-ଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ଵାରା ଜାଣୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ଈଶ୍ୱରଙ୍କ ଆଜ୍ଞା ପାଳନ କରେ, ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ: ତା’ ଅନ୍ତରରେ ଈଶ୍ୱର ବାସ କରୁଛନ୍ତି। ଈଶ୍ୱର ଆମ୍ଭମାନଙ୍କ ଅନ୍ତରରେ ବାସ କରୁଛନ୍ତି, ଏ କଥା ଆମ୍ଭମାନଙ୍କୁ ପ୍ରଦତ୍ତ ତାଙ୍କର ଆତ୍ମାଙ୍କ ସାହାଯ୍ୟରେ ଆମେ ଜାଣି ପାରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ତାହାଙ୍କ ଆଦେଶଗୁଡ଼ିକ ପାଳନ କରେ, ସେ ପରମେଶ୍ୱରଙ୍କଠାରେ ରୁହେ ଓ ପରମେଶ୍ୱର ସେହି ଲୋକଠାରେ ରୁହନ୍ତି। ପରମେଶ୍ୱର ଯେ ଆମ୍ଭମାନଙ୍କଠାରେ ବାସ କରନ୍ତି, ତାହା ଆମ୍ଭେମାନେ କିପରି ଜାଣିବା? ପରମେଶ୍ୱରଙ୍କ ଦତ୍ତ ପବିତ୍ରଆତ୍ମାଙ୍କ ଦ୍ୱାରା ଆମ୍ଭେମାନେ ତାହା ଜାଣି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಹುಕುಮಾ ಮಾನುನ್ ಘೆವ್ನ್ ಚಲ್ತಲೊ ದೆವಾಚ್ಯಾ ವಾಂಗ್ಡಾ ರ್‍ಹಾತಾ ಅನಿ ದೆವ್ ತೆಚ್ಯಾ ಭುತ್ತುರ್ ರ್‍ಹಾತಾ, ತೆನಿ ಅಮ್ಕಾ ದಿಲ್ಲ್ಯಾ ತ್ಯಾ ಪವಿತ್ರ್ ಆತ್ಮ್ಯಾಚ್ಯಾ ದೆನ್ಯಾ ವೈನಾ ದೆವ್ ಅಮ್ಚ್ಯಾ ವಾಂಗ್ಡಾ ಜಿವನ್ ಕರ್ತಾ ಮನ್ತಲೆ ಅಮ್ಕಾ ಕಳುನ್ ಯೆತಾ.