1 John 3:4 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ପାପ କରେ, ସେ ପରମେଶ୍ବରଙ୍କର ନିୟମ ଭାଙ୍ଗେ। କାରଣ ନିୟମର ଲଙ୍ଘନ ହେଉଛି ପାପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ପାପ କରେ, ସେ ଈଶ୍ୱରଙ୍କ ଆଜ୍ଞା ଲଘଂନ କରେ, କାରଣ ପାପର ଅର୍ଥ ହେଉଛି ଆଜ୍ଞା ଲଘଂନ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ପାପ କରେ, ସେ ପରମେଶ୍ୱରଙ୍କର ନିୟମ ଭାଙ୍ଗେ। କାରଣ ନିୟମର ଲଙ୍ଘନ ହେଉଛି ପାପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ପାପ କରେ, ସେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରେ, କାରଣ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ହିଁ ପାପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ಪಾಪ್ ಕರ್ತಾ ತೊ ದೆವಾಚೊ ಖಾಯ್ದೊ ಮೊಡ್ತಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಖಾಯ್ದೊ ಮೊಡ್ತಲೆಚ್ ಪಾಪ್.