1 John 3:7 — Compare Translations

7 translations compared side by side

Odia - 1840
"ପ୍ରିୟ ପିଲାମାନେ, କହେି ତୁମ୍ଭମାନଙ୍କୁ ମନ୍ଦ ପଥରେ ୟିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକହେି ଖ୍ରୀଷ୍ଟଙ୍କ ପରି ଉତ୍ତମ ହବୋକୁ ଇଚ୍ଛା କରେ, ସେ ଉଚିତ କର୍ମ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାମାନେ! କେହି ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ। ଯେ କେହି ସତ୍କର୍ମ କରେ, ସେହି କେବଳ ଖ୍ରୀଷ୍ଟଙ୍କ ପରି ଆସିଥ୍ିବା ଶୟତାନର ଅନୁଗାମୀ। ସେହି ଶୟତାନର କାର୍ଯ୍ୟକୁ ଧ୍ୱଂସ କରିବା ପାଇଁ ଈଶ୍ବରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ପିଲାମାନେ, କେହି ତୁମ୍ଭମାନଙ୍କୁ ମନ୍ଦ ପଥରେ ଯିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକେହି ଖ୍ରୀଷ୍ଟଙ୍କ ପରି ଉତ୍ତମ ହେବାକୁ ଇଚ୍ଛା କରେ, ସେ ଉଚିତ୍ କର୍ମ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
Odia IRV 2017 (ଓଡିଆ ବାଇବେଲ)
ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೊರಾನು, ಕೊನ್ಬಿ ತುಮ್ಕಾ ಪಸ್ವಿನಾ ಸಾರ್ಕೆ ಹುರ್ಶ್ಯಾಕಿನ್ ರ್‍ಹಾವಾ, ಕ್ರಿಸ್ತ್ ನಿತಿವಂತ್ ಹೊವ್ನ್ ಹಾಯ್ ತಸೊ ಕೊನ್ ನಿತಿವಂತ್ ಹೊವ್ನ್ ಜಿವನ್ ಕರ್ತಾ ತೊಚ್ ಖರೊ ನಿತಿವಂತ್.