1 John 3:8 — Compare Translations

6 translations compared side by side

Odia - 1840
"ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି । ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ଵରଙ୍କ ପୁତ୍ର ପ୍ରକାଶିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ୱଂସ କରିବା ପାଇଁ ପରମେଶ୍ୱରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಪಾಪ್ ಕರ್ತಾ, ತೊ ಸೈತಾನಾಕ್ ಸಮಂದ್ ಪಡಲ್ಲೊ, ಕಶ್ಯಾಕ್ ಮಟ್ಲ್ಯಾರ್ ಅದ್ದಿಚ್ಯಾನುಚ್ ಸೈತಾನ್ ಪಾಪ್ ಕರಿತ್ ಹಾಯ್, ತನ್ನಾ ಸೈತಾನಾಚಿ ಕಾಮಾ ನಾಸ್ ಕರುಕ್ ಮನುನ್ ದೆವಾಚೊ ಲೆಕ್ ಯೆಲೊ.