1 John 3:9 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କର ସନ୍ତାନ ହବୋ ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ବର ସହେି ଲୋକକୁ ଦିଅନ୍ତି, ତାହା ତା'ଠା ରେ ଥାଏ। ତେଣୁ ସେ ଆଉ ପାପ କରିପା ରେ ନାହିଁ ଯେ ହତେୁ ସେ ପରମେଶ୍ବରଙ୍କର ସନ୍ତାନ ହାଇେସାରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ଵରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ଵରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ପ୍ରକୃତରେ ଈଶ୍ୱରଙ୍କ ସନ୍ତାନ; ସେ ପାପରେ ଲିପ୍ତ ହୋଇ ନାହିଁ, କାରଣ ଈଶ୍ୱରଙ୍କ ପ୍ରକୃତି ତା’ଠାରେ ବିଦ୍ୟମାନ। ଈଶ୍ୱର ତା’ର ପିତା, ସୁତରାଂ ସେ ପାପସକ୍ତ ହୋଇ ରହିପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ସନ୍ତାନ ହେବା ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ୱର ସେହି ଲୋକକୁ ଦିଅନ୍ତି, ତାହା ତା’ଠାରେ ଥାଏ। ତେଣୁ ସେ ଆଉ ପାପ କରିପାରେ ନାହିଁ ଯେହେତୁ ସେ ପରମେଶ୍ୱରଙ୍କର ସନ୍ତାନ ହୋଇସାରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ୱରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕನ್ನಾ ಜಲ್ಮಲ್ಲೊ ಪಾಪ್ ಕರಿನಾ, ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾಚೊ ಸೊಬಾವ್ ತೆಚ್ಯಾ ಭುತ್ತುರ್ ಹಾಯ್, ತೊ ದೆವಾಕ್ನಾ ಜಲ್ಮಲ್ಯಾ ಕಾರನಾ ವೈನಾ ತೊ ಪಾಪ್ ಕರಿನಾ.