1 John 4:1 — Compare Translations

7 translations compared side by side

Odia - 1840
"ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ଵାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ଵରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ତ ଭାବବାଦୀ ବାହାରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁଗଣ! ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇଛନ୍ତି ବୋଲି ଯେଉଁମାନେ କହନ୍ତି, ସେ ସମସ୍ତଙ୍କୁ ବିଶ୍ୱାସ କର ନାହିଁ; ସେମାନେ ପାଇଥିବା ଆତ୍ମଶ, ବାସ୍ତବରେ ଈଶ୍ୱରଙ୍କଠାରୁ ଆଗତ କି ନୁହେଁ, ପ୍ରଥମେ ପରୀକ୍ଷା କରି ଦେଖ। କାରଣ ଏବେ ଅନେକ ଭଣ୍ଡ ଭାବବାଦୀ ସର୍ବତ୍ର ବିଚରଣ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଭଣ୍ଡ ଶିକ୍ଷକଙ୍କ ପ୍ରତି ସାବଧାନ ପ୍ରିୟ ବନ୍ଧୁମାନେ, ଏ ଜଗତର ଗ୍ଭରିଆଡ଼େ ବହୁତ ଭଣ୍ଡ ଭାବବାଦୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରତ୍ୟେକ ଆତ୍ମାକୁ ବିଶ୍ୱାସ କର ନାହିଁ, ବରଂ ସେମାନେ ପରମେଶ୍ୱରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರಿತಿಚ್ಯಾನು, ಹ್ಯಾ ಜಗಾತ್ ಝುಟಿ ಶಿಕಾಪಾ ಶಿಕ್ವುತಲೆ ಯೆಲ್ಲ್ಯಾ ವೈನಾ, ತುಮಿ ಸಗ್ಳ್ಯಾ ಆತ್ಮ್ಯಾಚಿ ಗೊಸ್ಟಿಚ್ಯಾ ವರ್ತಿ ವಿಶ್ವಾಸ್ ಕರಿನಸ್ತಾನಾ, ತುಮಿ ದೆವಾಚ್ಯಾ ಆತ್ಮ್ಯಾಕ್ನಾ ಯೆಲ್ಲಿ ಗೊಸ್ಟಿಯಾ ಹೊಯ್ಕಿ ನಾ, ಮನುನ್ ಪರಿಕ್ಷಾ ಕರುನ್ ಬಗಾ.