1 John 4:10 — Compare Translations
7 translations compared side by side
Odia - 1840
"ଆମ୍ଭମାନେେ ଯେ ପରମେଶ୍ବରଙ୍କୁ ପ୍ ରମେ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ ରମେ କଲେ, ଏହା ହେଉଛି ପ୍ରକୃତ ପ୍ ରମେ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ବରୂପ କରି ପଠାଇଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେ ଈଶ୍ଵରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ଵରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ହିଁ ପ୍ରକୃତ ପ୍ରେମ- ଆମେ ଈଶ୍ୱରଙ୍କୁ ପ୍ରେମ କରି ନାହୁଁ, ଅଥଚ ସେ ଆମକୁ ପ୍ରେମ କରି, ଆମ ପାପର ପ୍ରାୟଶ୍ଚିତ ହେବା ନିମନ୍ତେ ତାଙ୍କ ପୁତ୍ରଙ୍କୁ ପ୍ରେରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଯେ ପରମେଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ଏହା ହେଉଛି ପ୍ରକୃତ ପ୍ରେମ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ದೆವಾಚೊ ಪ್ರೆಮ್ ಕರುಕ್ನಾವ್, ಜಾಲ್ಯಾರ್ಬಿ ತೆನಿ ಅಮ್ಕಾ ಪ್ರೆಮ್ ಕರುನ್ ಅಮ್ಚ್ಯಾ ಪಾಪಾಚೆ ಪರಿಹಾರ್ ಹೊವ್ನ್ ಅಪ್ನಾಚ್ಯಾ ಲೆಕಾಕ್ ಬಲಿ ಕರುನ್ ದಿಲ್ಲ್ಯಾತ್. ತೆಚೊ ಖರೊ ಪ್ರೆಮ್ ಅಮ್ಕಾ ದಿಸುನ್ ಯೆತಾ.