1 John 4:11 — Compare Translations
7 translations compared side by side
Odia - 1840
"ଏହାଦ୍ବାରା ଆମ୍ଭପ୍ରତି ପରମେଶ୍ବରଙ୍କ ମହାନ୍ ପ୍ ରମେ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭମାନେେ ମଧ୍ଯ ପରସ୍ପରକୁ ନିଶ୍ଚୟ ପ୍ ରମେ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ଈଶ୍ଵର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁଗଣ, ଯଦି ଈଶ୍ୱର ଆମକୁ ଏପରି ପ୍ରେମ କରିଛନ୍ତି, ଆମେ ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱରଙ୍କ ମହାନ୍ ପ୍ରେମ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭେମାନେ ମଧ୍ୟ ପରସ୍ପରକୁ ନିଶ୍ଚୟ ପ୍ରେମ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ଈଶ୍ୱର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರಿತಿಚ್ಯಾನು, ದೆವಾನ್ ಅಮ್ಕಾ ಎವ್ಡೊ ಪ್ರೆಮ್ ಕರಲ್ಲ್ಯಾ ವೈನಾ, ಅಮಿಬಿ ಎಕಾಮೆಕಾಚೊ ಪ್ರೆಮ್ ಕರುಚೆ ಮನ್ತಲ್ಯಾ ಮುಲಾಜಾತ್ ಹಾವ್..