1 John 4:12 — Compare Translations

7 translations compared side by side

Odia - 1840
"କହେି କବେେ ପରମେଶ୍ବରଙ୍କୁ ଦେଖି ନାହିଁ। କିନ୍ତୁ ଯଦି ଆମ୍ଭେ ପରସ୍ପରକୁ ପ୍ ରମେ କରିବା, ତବେେ ପରମେଶ୍ବର ଆମ୍ଭମାନଙ୍କ ମଧିଅରେ ବାସ କରିବେ ଓ ତାହାଙ୍କର ପ୍ ରମେ ଆମ୍ଭଠା ରେ ସିଦ୍ଧ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ଵର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କ-ଠାରେ ସିଦ୍ଧ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କୁ କେହି କେବେ ଦେଖି ନାହିଁ, କିନ୍ତୁ ଆମେ ଯଦି ପରସ୍ପରକୁ ପ୍ରେମ କରୁ, ଈଶ୍ୱର ଆମଠାରେ ବାସ କରନ୍ତି ଏବଂ ଆମଠାରେ ତାଙ୍କର ପ୍ରେମ ସମ୍ପର୍ଣ୍ଣତା ଲାଭ କରେ।
Odia Bible ERV 2004 (ପବିତ୍ର ବାଇବଲ)
କେହି କେବେ ପରମେଶ୍ୱରଙ୍କୁ ଦେଖି ନାହିଁ। କିନ୍ତୁ ଯଦି ଆମ୍ଭେ ପରସ୍ପରକୁ ପ୍ରେମ କରିବା, ତେବେ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ବାସ କରିବେ ଓ ତାହାଙ୍କର ପ୍ରେମ ଆମ୍ଭଠାରେ ସିଦ୍ଧ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ಬಿ ಕನ್ನಾಬಿ ದೆವಾಕ್ ಬಗುಕ್ನಾತ್, ಅಮಿ ಎಕಾಮೆಕಾಚೊ ಪ್ರೆಮ್ ಕರ್ಲ್ಯಾರ್ ದೆವ್ ಅಮ್ಚ್ಯಾ ವಾಂಗ್ಡಾ ರ್‍ಹಾತಾ.ಅನಿ ತೆಚೊ ಪ್ರೆಮ್ ಅಮ್ಚ್ಯಾಕ್ಡೆ ಪುರಾ ಹೊತಾ..