1 John 4:13 — Compare Translations

7 translations compared side by side

Odia - 1840
"ଆମ୍ଭେ ଜାଣୁ ଯେ, ଆମ୍ଭେ ସବୁ ପରମେଶ୍ବରଙ୍କଠା ରେ ରହିଛୁ ଓ ସେ ଆମ୍ଭଠା ରେ ଅଛନ୍ତି। ଆମ୍ଭେ ଏହା ଜାଣୁ, କାରଣ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କର ପବିତ୍ର ଆତ୍ମାଙ୍କୁ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଯେ ଈଶ୍ୱରଙ୍କ ସହିତ ସଂଯୁକ୍ତି ଓ ଈଶ୍ବର ଆମ ଅନ୍ତରରେ ବାସ କରନ୍ତି, ଏହାର ନିଦର୍ଶନ ହେଉଛି, ସେ ପବସତ୍ରଆତ୍ମାଙ୍କୁ ଆମକୁ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜାଣୁ ଯେ, ଆମ୍ଭେ ସବୁ ପରମେଶ୍ୱରଙ୍କଠାରେ ରହିଛୁ ଓ ସେ ଆମ୍ଭଠାରେ ଅଛନ୍ତି। ଆମ୍ଭେ ଏହା ଜାଣୁ, କାରଣ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କର ପବିତ୍ରଆତ୍ମାଙ୍କୁ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪವಿತ್ರ್ ಆತ್ಮೊ ಅಮ್ಕಾ ದಿಲಾ, ಹೆಚ್ಯಾಸಾಟ್ನಿ ಅಮಿ ತೆಚ್ಯಾಕ್ಡೆ ಅನಿ ತೊ ಅಮ್ಚ್ಯಾಕ್ಡೆ ರ್‍ಹಾತಾ ಮನುನ್ ಅಮ್ಕಾ ಕಳುನ್ ಯೆತಾ.