1 John 4:14 — Compare Translations
7 translations compared side by side
Odia - 1840
"ଆମ୍ଭମାନେେ ଦେଖିଅଛୁ ଯେ ପରମେଶ୍ବର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭମାନେେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ଯ ଆମ୍ଭେ ସହେି ସାକ୍ଷ୍ଯ ଦେଉଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଗତର ତ୍ରାଣକର୍ତ୍ତା ସ୍ୱରୂପେ ଈଶ୍ୱର ପ୍ରେରଣ କରିଥିବା ତାଙ୍କ ପୁତ୍ରଙ୍କୁ ସ୍ୱଚକ୍ଷୁରେ ଦେଖି ତାଙ୍କ ସର୍ମ୍ପକରେ ଆମେ ଅନ୍ୟମାନଙ୍କୁ କହୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଦେଖିଅଛୁ ଯେ ପରମେଶ୍ୱର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭେମାନେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ୟ ଆମ୍ଭେ ସେହି ସାକ୍ଷ୍ୟ ଦେଉଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾನ್ ಅಪ್ಲ್ಯಾ ಲೆಕಾಕ್ ಜಗಾಚೊ ರಾಕನ್ದಾರ್ ಹೊವ್ನ್ ಧಾಡುನ್ ದಿಲ್ಲೆ ಅಮಿ ಕಳ್ವುನ್ ಘೆಟ್ಲ್ಯಾಂವ್ ಅನಿ ತೆಚ್ಯಾ ವಿಶಯಾತ್ ಅಮಿ ಸಾಕ್ಷಿ ಸಾಂಗ್ತಾಂವ್.