1 John 4:15 — Compare Translations

7 translations compared side by side

Odia - 1840
"ଯଦି କହେି ବିଶ୍ବାସ କରେ ଯେ, ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି, ତବେେ ପରମେଶ୍ବର ତାଠା ରେ ରହନ୍ତି ଓ ସେ ମଧ୍ଯ ପରମେଶ୍ବରଙ୍କଠା ରେ ରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଯୀଶୁଙ୍କୁ ଈଶ୍ଵରଙ୍କ ପୁତ୍ର ବୋଲି ସ୍ଵୀକାର କରେ, ଈଶ୍ଵର ତାହାଠାରେ ଅଛନ୍ତି ଓ ସେ ଈଶ୍ଵରଙ୍କ-ଠାରେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯେ ସ୍ୱୀକାର କରେ, ଈଶ୍ୱର ତା’ ଅନ୍ତରରେ ବାସ କରନ୍ତି ଏବଂ ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ବିଶ୍ୱାସ କରେ ଯେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି,” ତେବେ ପରମେଶ୍ୱର ତାଠାରେ ରହନ୍ତି ଓ ସେ ମଧ୍ୟ ପରମେଶ୍ୱରଙ୍କଠାରେ ରହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ଯୀଶୁଙ୍କୁ ଈଶ୍ୱରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಜೆಜು ಕ್ರಿಸ್ತ್ ದೆವಾಚೊ ಲೆಕ್ ಮನುನ್ ಒಪುನ್ ಘೆತಾ, ತೆಂಚೆ ಭುತ್ತುರ್ ದೆವ್ ರ್‍ಹಾತಾ ಅನಿ ತೊ ದೆವಾಕ್ಡೆ ರ್‍ಹಾತಾ.