1 John 4:16 — Compare Translations

7 translations compared side by side

Odia - 1840
"ତେଣୁ ଆମ୍ଭେ ପରମେଶ୍ବରଙ୍କ ପ୍ ରମେକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭମାନଙ୍କ ପ୍ରତି ଈଶ୍ଵରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ଵାସ କରିଅଛୁ । ଈଶ୍ଵର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ଵରଙ୍କ-ଠାରେ ରହେ ଓ ଈଶ୍ଵର ତାହାଠାରେ ରହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପ୍ରତି ଈଶ୍ୱରଙ୍କ ପ୍ରେମର ବାସ୍ତବତା ଆମେ ଜାଣିଛୁ, ଏଥିରେ ଆମର ପୂର୍ଣ୍ଣ ବିଶ୍ୱାସ ଅଛି। ଈଶ୍ବର ପ୍ରେମମୟ। ଯାହାର ଜୀବନରେ ପ୍ରେମ ପୂର୍ଣ୍ଣ ହୋଇ ରହିଛି, ସେ ଈଶ୍ୱରଙ୍କ ସହିତ ସଂଯୁକ୍ତ ଏବଂ ତା’ଅନ୍ତରରେ ଈଶ୍ୱର ବାସ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ପରମେଶ୍ୱରଙ୍କ ପ୍ରେମକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ। ପରମେଶ୍ୱର ତ ପ୍ରେମ। ଯେଉଁ ଲୋକ ପ୍ରେମରେ ସ୍ଥିର ରହେ, ସେ ପରମେଶ୍ୱରଙ୍କଠାରେ ସ୍ଥିର ରହେ ଓ ପରମେଶ୍ୱର ତାହାଠାରେ ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ । ଈଶ୍ୱର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ୱରଙ୍କଠାରେ ରହେ ଓ ଈଶ୍ୱର ତାହାଠାରେ ରହନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ದೆವಾನ್ ಅಮ್ಚ್ಯಾ ವೈರ್ ಥವಲ್ಲೊ ಪ್ರೆಮ್ ಅಮಿ ಕಳ್ವುನ್ ಘೆತಾಂವ್, ದೆವ್ ಪ್ರೆಮಾನ್ ಭರಲ್ಲೊ, ಜೆ ಕೊನ್ ಪ್ರೆಮಾನ್ ರ್‍ಹಾತಾ, ತೆಚ್ಯಾ ವಾಂಗ್ಡಾ ದೆವ್ ರ್‍ಹಾತಾ.