1 John 4:17 — Compare Translations
7 translations compared side by side
Odia - 1840
"ଯଦି ଆମ୍ଭେ ପରମେଶ୍ବରଙ୍କ ପ୍ ରମେ ରେ ସ୍ଥିର ହାଇେ ରହୁ, ତବେେ ତାହାର ବିଚାର ଦିନ ରେ ଆମ୍ଭମାନେେ ଭରସାୟୁକ୍ତ ହାଇେ ନିର୍ଭୟ ରେ ରହିପାରିବା। ଏହି ଜଗତ ରେ ଆମ୍ଭମାନେେ ତାହାଙ୍କ (ଖ୍ରୀଷ୍ଟଙ୍କ) ଭଳି ହାଇେଥିବାରୁ, ନିର୍ଭୟ ରେ ରହିପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଜୀବନରେ ଏହି ପ୍ରେମ ସିଦ୍ଧ ହେଲେ, ଆମେ ନିର୍ଭୀକ ଭାବରେ ବିଚାର ଦିନର ସମ୍ମୁଖୀନ ହୋଇ ପାରିବା, କାରଣ ଏହି ଜଗତରେ ଥାଉ ଥାଉ ଆମେ ଖ୍ରଷ୍ଟଙ୍କ ପରି ଜୀବନ ଯାପନ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ ପରମେଶ୍ୱରଙ୍କ ପ୍ରେମରେ ସ୍ଥିର ହୋଇ ରହୁ, ତେବେ ତାହାର ବିଗ୍ଭର ଦିନରେ ଆମ୍ଭେମାନେ ଭରସାଯୁକ୍ତ ହୋଇ ନିର୍ଭୟରେ ରହି ପାରିବା। ଏହି ଜଗତରେ ଆମ୍ଭେମାନେ ତାହାଙ୍କ (ଖ୍ରୀଷ୍ଟଙ୍କ) ଭଳି ହୋଇଥିବାରୁ, ନିର୍ଭୟରେ ରହିପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಡ್ತಿಚ್ಯಾ ದಿಸಾತ್ನಿ ಅಮಿ ಧರ್ಯಾನ್ ಜಾವ್ಕ್ ತೆಚೊ ಪ್ರೆಮ್ ಅಮ್ಚ್ಯಾ ಭುತ್ತುರ್ ಪುರಾ ಹೊಲಾ. ಹ್ಯಾ ಜಗಾತ್ ಅಮ್ಚೆ ಜಿವನ್ ಜೆಜು ಕ್ರಿಸ್ತಾಚ್ಯಾ ಜಿವನಾ ಸಾರ್ಕೆ ರ್ಹಾಯ್ ಸಗೊಳ್ ಅಮ್ಕಾ ಹ್ಯೊ ಬರೊಸೊ ಘಾವ್ತಾ.