1 John 4:18 — Compare Translations
7 translations compared side by side
Odia - 1840
"ପ୍ ରମେ ରେ ଭୟ ନ ଥାଏ। ବରଂ ପରମେଶ୍ବର ଦତ୍ତ ସିଦ୍ଧ ପ୍ ରମେ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ବରଙ୍କ ପ୍ ରମେ ତାହାଠା ରେ ସିଦ୍ଧ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ତ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁଠି ପ୍ରେମ ସମସ୍ତ ଭୟ ଦୂର କରେ। ଯେ ଭୟ କରେ, ତା’ଠାରେ ପ୍ରେମ ସିଦ୍ଧ ହୋଇ ନାହିଁ; କାରଣ ଦଣ୍ଡ ପାଇବାର ଭୟ ତା’ର ଆହୁରି ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମରେ ଭୟ ନ ଥାଏ। ବରଂ ପରମେଶ୍ୱର ଦତ୍ତ ସିଦ୍ଧ ପ୍ରେମ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ୱରଙ୍କ ପ୍ରେମ ତାହାଠାରେ ସିଦ୍ଧ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮ್ ಹೊತ್ತ್ಯಾಕ್ಡೆ ಭಿಂಯೆ ನಾ. ಭಿಂಯೆ ಹೊತ್ತ್ಯಾಕ್ಡೆ ತರಾಸ್ ರ್ಹಾತಾ, ಖರೆ, ಪುರಾ ಹೊಲ್ಲೊ ಪ್ರೆಮ್ ಭಿಂಯಾಕ್ ಪಳ್ಸುನ್ ಘಾಲ್ತಾ, ಭಿಂಯಾತಲೊ ಕನ್ನಾಚ್ ಪ್ರೆಮಾತ್ ಪುರಾ ಹೊಲ್ಲೊ ನಾ.