1 John 4:19 — Compare Translations
7 translations compared side by side
Odia - 1840
"ପରମେଶ୍ବର ଆମ୍ଭକୁ ପ୍ରଥମେ ପ୍ ରମେ କରିବାରୁ ଆମ୍ଭମାନେେ ତାହାଙ୍କୁ ପ୍ ରମେ କରିଲୁା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ପ୍ରେମ କରିବାକୁ ଶିଖିଛୁ, କାରଣ ଈଶ୍ବର ହିଁ ପ୍ରଥମେ ଆମକୁ ପ୍ରେମ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭକୁ ପ୍ରଥମେ ପ୍ରେମ କରିବାରୁ ଆମ୍ଭେମାନେ ତାହାଙ୍କୁ ପ୍ରେମ କରିଲୁା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಮ್ಚೊ ಅದ್ದಿ ಪ್ರೆಮ್ ಕರಲ್ಲ್ಯಾಸಾಟಿಚ್ ಅಮಿಬಿ ತೆಕಾ ಪ್ರೆಮ್ ಕರ್ತಾಂವ್.