1 John 4:2 — Compare Translations
7 translations compared side by side
Odia - 1840
"ଏହି ପ୍ରକା ରେ ତୁମ୍ଭମାନେେ ପରମେଶ୍ବରଙ୍କର ଆତ୍ମାକୁ ଚିହ୍ନିପାରିବ: ଏକ ଆତ୍ମା କହିବ ଯେ, ମୁଁ ବିଶ୍ବାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ଯ ରୂପ ଧାରଣ କରି ଆସିଥିଲେ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆଗତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଦ୍ଵାରା ତୁମ୍ଭେମାନେ ଈଶ୍ଵରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବ; ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ଵୀକାର କରେ, ସେ ଈଶ୍ଵରଙ୍କଠାରୁ ଆଗତ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇଛନ୍ତି କି ନାହିଁ, ତାହା ଜାଣିବାର ଉପାୟ ହେଉଛି: ଯେଉଁ ବ୍ୟକ୍ତିଠାରେ ଈଶ୍ୱରଙ୍କ ଆତ୍ମା ଅଧିଷ୍ଠିତ, ସେ ମୁକ୍ତ କଣ୍ଠରେ ସ୍ୱୀପକାର କରିବ ଯେ, ଯୀଶୁ ଖ୍ରୀଷ୍ଟ ମନୁଷ୍ୟ ରୂପେ ଅବତୀର୍ଣ୍ଣ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରେ ତୁମ୍ଭେମାନେ ପରମେଶ୍ୱରଙ୍କର ଆତ୍ମାକୁ ଚିହ୍ନି ପାରିବ: ଏକ ଆତ୍ମା କହିବ ଯେ, “ମୁଁ ବିଶ୍ୱାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ୟ ରୂପ ଧାରଣ କରି ଆସିଥିଲେ,” ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆଗତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,
Odia IRV 2017 (ଓଡିଆ ବାଇବେଲ)
ଏହା ଦ୍ୱାରା ତୁମ୍ଭେମାନେ ଈଶ୍ୱରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ୱରଙ୍କଠାରୁ ଆଗତ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಆತ್ಮ್ಯಾಚಿ ಗೊಸ್ಟಿಯಾ ಕಳ್ವುನ್ ಘೆತಲೆ ಕಸೆ ಮಟ್ಲ್ಯಾರ್, ಜೆ ಕೊನ್ ಜೆಜು ಕ್ರಿಸ್ತ್ ಮಾನ್ಸಾಚೊ ರುಪ್ ಘೆವ್ನ್ ಯೆಲಾ ಮನುನ್ ಕೊನ್ ವಳಕ್ತಾ, ತೊ ದೆವಾಕ್ನಾ ಯೆಲ್ಲೊ ಆತ್ಮೊ.