1 John 4:20 — Compare Translations

7 translations compared side by side

Odia - 1840
"ଯଦି କହେି କ ହେ ମୁଁ ପରମେଶ୍ବରଙ୍କୁ ପ୍ ରମେ କରେ, କିନ୍ତୁ ନିଜ ଭାଇକୁ ଘୃଣା କରେ, ତବେେ ସେ ହେଉଛି ମିଥ୍ଯାବାଦୀ, କାରଣ ଯେଉଁ ଲୋକ ତାହାର ଦେଖିଥିବା ଭାଇକୁ ଭଲ ପାଏ ନାହିଁ, ତବେେ ଯେଉଁ ପରମେଶ୍ବରଙ୍କୁ ସେ କବେେ ଦେଖି ନାହିଁ, ତାହାଙ୍କୁ ପ୍ ରମେ କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ଵରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ପ୍ରେମ କରେ, ଅଥଚ ସେ ତା’ଭାଇକୁ ଘୃଣା କରେ, ସେ ମିଥ୍ୟାବାଦୀ। ପ୍ରତ୍ୟକ୍ଷରେ ଦେଖୁଥିବା ଜଣେ ଭାଇକୁ ଯେ କେହି ସ୍ନେହ କରିପାରେ ନାହିଁ, ସେ ଅଦୃଶ୍ୟ ଈଶ୍ୱରଙ୍କୁ କଦାପି ପ୍ରେମ କରି ପାିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି କହେ “ମୁଁ ପରମେଶ୍ୱରଙ୍କୁ ପ୍ରେମ କରେ,” କିନ୍ତୁ ନିଜ ଭାଇକୁ ଘୃଣା କରେ, ତେବେ ସେ ହେଉଛି ମିଥ୍ୟାବାଦୀ, କାରଣ ଯେଉଁ ଲୋକ ତାହାର ଦେଖିଥିବା ଭାଇକୁ ଭଲ ପାଏ ନାହିଁ, ତେବେ ଯେଉଁ ପରମେଶ୍ୱରଙ୍କୁ ସେ କେବେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ಲೊ, ದೆವಾಚೊ ಪ್ರೆಮ್ ಕರ್ತಾ ಮನುನ್ ಅಪ್ಲ್ಯಾ ಭಾವಾಕುಚ್ ವಿರೊದ್ ಕರ್ತಾ ಹೊಲ್ಯಾರ್, ತೊ ಝುಟೊಚ್, ಅಪ್ನಾಚ್ಯಾ ಡೊಳ್ಯಾಚ್ಯಾ ಇದ್ರಾಕ್ ಹೊತ್ತ್ಯಾ ಭಾವಾಕುಚ್ ತೊ ಪ್ರೆಮ್ ಕರಿನಾ ಹೊಲ್ಯಾರ್ ದಿಸಿನಸಲ್ಲ್ಯಾ ದೆವಾಕ್ ತೊ ಕಸೊ ಪ್ರೆಮ್ ಕರ್ತಾ?