1 John 4:21 — Compare Translations
7 translations compared side by side
Odia - 1840
"ଏହି ଆଜ୍ଞା ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଛୁ ଯେ ଯେକହେି ପରମେଶ୍ବରଙ୍କୁ ପ୍ ରମେ କରେ, ସେ ନିଜ ଭାଇକୁ ମଧ୍ଯ ପ୍ ରମେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଈଶ୍ଵରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଆଦେଶ ଖ୍ରୀଷ୍ଟ ଆମକୁ ଦେଇଛନ୍ତି: ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ନିଶ୍ଚୟ ତା’ ଭାଇକୁ ପ୍ରେମ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଆଜ୍ଞା ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଛୁ ଯେ ଯେକେହି ପରମେଶ୍ୱରଙ୍କୁ ପ୍ରେମ କରେ, ସେ ନିଜ ଭାଇକୁ ମଧ୍ୟ ପ୍ରେମ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆಬಿ ಕ್ರಿಸ್ತಾನುಚ್ ದಿಲ್ಲೊ ಹುಕುಮ್ ಹ್ಯೊ; ಜೆ ಕೊನ್ ದೆವಾಚೊ ಪ್ರೆಮ್ ಕರ್ತಾ, ತೆನಿ ಅಪ್ಲ್ಯಾ ಭಾವಾಚೊಬಿ ಪ್ರೆಮ್ ಕರುಕ್ ಪಾಜೆ.