1 John 4:3 — Compare Translations

7 translations compared side by side

Odia - 1840
"ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟ ରେ ଏପରି ସାକ୍ଷ୍ଯ ଦିଅନ୍ତି ନାହିଁ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆସି ନାହିଁ, ସମାନେେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧ ରେ ତୁମ୍ଭମାନେେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତ ରେ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ଵୀକାର ନ କରେ, ସେ ଈଶ୍ଵରଙ୍କଠାରୁ ଆଗତ ନୁହେଁ; ଏହା ଖ୍ରୀଷ୍ଟାରିର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେ ଯୀଶୁଙକ ବିଷୟରେ ଏ କଥା ସ୍ୱୀକାର କରେ ନାହ, ସେ କଦାପି ଈଶ୍ୱରଙ୍କ ଆତ୍ମା ଲାଭ କରି ନାହିଁ। ଖ୍ରୀଷ୍ଟଙ୍କ ଶତ୍ରୁଠାରୁ ସେ ସେହି ଆତ୍ମଶ ପାଇଛି, ଏହି ଆତ୍ମଶର ଆଗମନ ବିଷୟରେ ତୁମେ ଶୁଣିଛ- ତାହା ଏବେ ଏହି ଜଗତରେ ଉପସ୍ଥିତ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟରେ ଏପରି ସାକ୍ଷ୍ୟ ଦିଅନ୍ତି ନାହିଁ, ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆସି ନାହିଁ, ସେମାନେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧରେ ତୁମ୍ଭେମାନେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତରେ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ୱରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತಾಕ್ ಒಪುನ್ ಘೆಯ್ನಸಲ್ಲೊ ಹರ್ ಎಕ್ ಆತ್ಮೊ ದೆವಾಕ್ನಾ ಯೆಲ್ಲೊ ನ್ಹಯ್, ತೊ ಕ್ರಿಸ್ತಾಚ್ಯಾ ವಿರೊದ್ ಅಸಲ್ಲೊ ಆತ್ಮೊ, ತೊ ಯೆತಾ ಮನುನ್ ತುಮಿ ಆಯ್ಕಲ್ಲ್ಯಾಸಿ; ತೊ ಜಗಾತ್ ಹಾಯ್.