1 John 4:5 — Compare Translations

7 translations compared side by side

Odia - 1840
"ସହେି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସମାନଙ୍କେର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସମାନଙ୍କେ କଥା ଶୁଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭଣ୍ଡ ଭାବବାଦୀମାନେ ସାଂସାରିକ କଥା କହି ବୁଲୁଛନ୍ତି ଏବଂ ସାଂସାରିକ ଲୋକମାନେ ସେମାନଙ୍କ କଥା ଶୁଣୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସେମାନଙ୍କର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସେମାନଙ୍କ କଥା ଶୁଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜಗಾಕ್ ಬಗುನ್ ಜಗಾಚ್ಯಾ ನಮನಿಚ್ ಬೊಲ್ತ್ಯಾತ್ ಅನಿ ಹ್ಯೊ ಜಗ್ ತೆನಿ ಸಾಂಗ್ತಲ್ಯಾಕ್ ಕಾನ್ ದಿತಾ.