1 John 4:6 — Compare Translations
7 translations compared side by side
Odia - 1840
"କିନ୍ତୁ ଆମ୍ଭେସବୁ ପରମେଶ୍ବରଙ୍କର। ତେଣୁ ପରମେଶ୍ବରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ବରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ଯମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କଠାରୁ ଜାତ; ଯେ ଈଶ୍ଵରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ଵରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ । ଏତଦ୍ଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ ଈଶ୍ୱରଙ୍କର। ଯେ କେହି ଈଶ୍ୱରଙ୍କୁ ଜାଣେ, ସେ ଆମ ପ୍ରତି କର୍ଣ୍ଣପାତ କର। ଯେଉଁମାନେ ଈଶ୍ୱରଙ୍କ ନୁହଁନ୍ତି, ସେମାନେ ଆମ କଥଶ ଶୁଣନ୍ତି ନାହିଁ। ସତ୍ୟ ଆତ୍ମା ଓ ପ୍ରଞ୍ଚକ ଆତ୍ମା ମଧ୍ୟରେ ଏହି ପାର୍ଥକ୍ୟ ଆମେ ଲକ୍ଷ୍ୟ କରିପାରିବା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ସବୁ ପରମେଶ୍ୱରଙ୍କର। ତେଣୁ ପରମେଶ୍ୱରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ୱରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ୟମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ; ଯେ ଈଶ୍ୱରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ୱରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ୱାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ದೆವಾಚಿ ಪೊರಾ, ಜೆ ಕೊನ್ ದೆವಾಕ್ ವಳಕ್ತಾ ತೊ ಅಮ್ಕಾಬಿ ವಳಕ್ತಾ, ಜೆ ಕೊನ್ ದೆವಾಚೊ ನ್ಹಯ್ ತೊ ಅಮ್ಕಾ ಕಾನ್ ದಿ ನಾ, ಹೆಚ್ಯಾ ವೈನಾ ಖರ್ಯಾ ಅನಿ ಝುಟ್ಯಾ ಆತ್ಮ್ಯಾಚ್ಯಾ ಮದ್ದಿ ಹೊತ್ತೊ ಪರಕ್ ಕಾಯ್ ಮನುನ್ ಅಮಿ ವಳಕ್ತಾಂವ್.