1 John 4:7 — Compare Translations

7 translations compared side by side

Odia - 1840
"ପ୍ରିୟ ବନ୍ଧୁମାନେ, ଆମ୍ଭେସବୁ ପରସ୍ପରକୁ ଭଲ ପାଇବା ଉଚିତ, କାରଣ ପ୍ ରମେ ପରମେଶ୍ବରଙ୍କଠାରୁ ଆ ସେ। ଯେଉଁ ଲୋକ ପ୍ ରମେ କରେ, ସେ ପରମେଶ୍ବରଙ୍କର ସନ୍ତାନ ହୁଏ ଓ ତାହାଙ୍କୁ ଜାଣିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ଵରଙ୍କଠାରୁ ଜାତ, ଆଉ ଯେକେହି ପ୍ରେମ କରେ, ସେ ଈଶ୍ଵରଙ୍କଠାରୁ ଜାତ ଓ ଈଶ୍ଵରଙ୍କୁ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁଗଣ! ପରସ୍ପରକୁ ପେମ କର, କାରଣ ପ୍ରେମର ଉତ୍ପତ୍ତି ଈଶ୍ୱରଙ୍କଠାରୁ। ଯାହାର ହୃଦୟରେ ପ୍ରେମ ଅଛି, ସେ ଈଶ୍ୱରଙ୍କ ସନ୍ତାନ, ସେ ଈଶ୍ୱରଙ୍କୁ ଜାଣେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମ ପରମେଶ୍ୱରଙ୍କଠାରୁ ଆସେ ପ୍ରିୟ ବନ୍ଧୁମାନେ, ଆମ୍ଭେ ସବୁ ପରସ୍ପରକୁ ଭଲ ପାଇବା ଉଚିତ୍, କାରଣ ପ୍ରେମ ପରମେଶ୍ୱରଙ୍କଠାରୁ ଆସେ। ଯେଉଁ ଲୋକ ପ୍ରେମ କରେ, ସେ ପରମେଶ୍ୱରଙ୍କର ସନ୍ତାନ ହୁଏ ଓ ତାହାଙ୍କୁ ଜାଣିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರಿತಿಚ್ಯಾನು, ಅಮಿ ಎಕಾಮೆಕಾಕ್ ಪ್ರೆಮ್ ಕರುಂವಾ; ಕಶ್ಯಾಕ್ ಮಟ್ಲ್ಯಾರ್ ಪ್ರೆಮ್ ದೆವಾಕ್ನಾ ಯೆತಾ, ಜೆ ಕೊನ್ ಪ್ರೆಮ್ ಕರ್ತಾ ತೊ ದೆವಾಚೊ ಪೊರ್ ಅನಿ ತೊ ದೆವಾಕ್ ವಳಕ್ತಾ.