1 John 4:8 — Compare Translations
7 translations compared side by side
Odia - 1840
"ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ପରମେଶ୍ବରଙ୍କୁ ଜାଣେ ନାହିଁ, କାରଣ ପରମେଶ୍ବର ତ ପ୍ ରମେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପ୍ରେମ କରେ ନାହିଁ, ସେ ଈଶ୍ଵରଙ୍କୁ ଜାଣେ ନାହିଁ, କାରଣ ଈଶ୍ଵର ତ ପ୍ରେମ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କୁ ଜାଣେ ନାହିଁ, କାରଣ ଈଶ୍ୱର ପ୍ରେମମୟ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ପରମେଶ୍ୱରଙ୍କୁ ଜାଣେ ନାହିଁ, କାରଣ ପରମେଶ୍ୱର ତ ପ୍ରେମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
Odia IRV 2017 (ଓଡିଆ ବାଇବେଲ)
ଯେ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କୁ ଜାଣେ ନାହିଁ, କାରଣ ଈଶ୍ୱର ତ ପ୍ରେମ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮ್ ಕರಿನಸಲ್ಲೊ ದೆವಾಕ್ ಒಳ್ಕಿನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ದೆವುಚ್ ಪ್ರೆಮಾಚೊ ರುಪ್ ಹೊವ್ನ್ ಹಾಯ್.