1 John 4:9 — Compare Translations
7 translations compared side by side
Odia - 1840
"ଏହିପରି ଭାବରେ ପରମେଶ୍ବର ଆମ୍ଭକୁ ତାହାଙ୍କ ପ୍ ରମେ ଦଖାଇେଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ଯମ ରେ ଜୀବନ ପାଇପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ହିଁ ଈଶ୍ଵରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ଵିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କ ଅନନ୍ୟ ପୁତ୍ର ଯୀଶୁଙ୍କୁ ଜଗତକୁ ପ୍ରେରଣ କରି ଆମ ପ୍ରତି ତାଙ୍କର ମହାପ୍ରେମ ପ୍ରକାଶ କରିଛନ୍ତି- ସେହି ଯୀଶୁଙ୍କ ଦ୍ୱାରା ଆମେ ଯେପରି ଜୀବନ ପ୍ରାପ୍ତ ହେବୁ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ପରମେଶ୍ୱର ଆମ୍ଭକୁ ତାହାଙ୍କ ପ୍ରେମ ଦେଖାଇଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ୟମରେ ଜୀବନ ପାଇ ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ହିଁ ଈଶ୍ୱରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಕಾ ಜಿವನ್ ದಿವ್ಚೆ ಮನುನ್ ಅಪ್ಲ್ಯಾ ಎಕ್ಲ್ಯಾಚ್ ಲೆಕಾಕ್ ಹ್ಯಾ ಜಗಾಕ್ ಧಾಡುನ್ ದಿವ್ನ್, ದೆವಾನ್ ಅಪ್ಲೊ ಪ್ರೆಮ್ ಅಮ್ಕಾ ದಾಕ್ವುನ್ ದಿಲ್ಯಾನ್.