1 John 5:1 — Compare Translations

7 translations compared side by side

Odia - 1840
"ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ବାସ କରନ୍ତି, ସମାନେେ ପରମେଶ୍ବରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ ରମେ କରୁଥିବା ବ୍ଯକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ଯ ପ୍ ରମେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ଵାସ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଆଉ, ଯେକେହି ଜନ୍ମ- ଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ଲୋକକୁ ମଧ୍ୟ ପ୍ରେମ କରେ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଯୀଶୁଙ୍କୁ ମସୀହ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କ ସନ୍ତାନ। ଯେ କେହି ଜଣେ ପିତାକୁସ୍ନେହ କରେ, ସେହି ପିତାର ସନ୍ତାନକୁ ମଧ୍ୟ ଦେ ସ୍ନେହ କରେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସନ୍ତାନ ଜଗତ ବିରୁଦ୍ଧରେ ଜୟଲାଭ କରନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ରେମ କରୁଥିବା ବ୍ୟକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಕ್ರಿಸ್ತ್ ಮನುನ್ ವಿಶ್ವಾಸ್‍ ಕರ್ತಲೊ ಹರ್ ಎಕ್ಲೊಬಿ ದೆವಾಚೊ ಪೊರ್. ಜೆ ಕೊನ್ ಬಾಬಾಚೊ ಪ್ರೆಮ್ ಕರ್ತಾ, ತೊ ಬಾಬಾಚ್ಯಾ ಪೊರಾಂಚೊಬಿ ಪ್ರೆಮ್ ಕರ್ತಾ.