1 John 5:11 — Compare Translations
7 translations compared side by side
Odia - 1840
"ପରମେଶ୍ବର ଏହା କହନ୍ତି: ପରମେଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦଇେଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସାକ୍ଷ୍ୟ ଏହି ଯେ, ଈଶ୍ଵର ଆମ୍ଭମାନଙ୍କୁ ଅନ; ଜୀବନ ଦେଇଅଛନ୍ତି, ପୁଣି ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସାକ୍ଷ୍ୟର ସାରମର୍ମ ହେଲା, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦାନ କରିଛନ୍ତି; କିନ୍ତୁ ତାଙ୍କ ପୁତ୍ରଙ୍କଠାରେ ହିଁ ଆମେ ଏହି ଜୀବନର ସନ୍ଧାନ ପାଉଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହା କହନ୍ତି: ପରମେଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಸಾಕ್ಷಿ ಖಲಿ ಮಟ್ಲ್ಯಾರ್, ಅಮ್ಕಾ ದೆವಾನ್ ಅಮ್ಕಾ ನಿರಂತರ್ ಜಿವನ್ ದಿಲ್ಯಾನಾಯ್, ತೊ ಜಿವ್ ತೆಚ್ಯಾ ಲೆಕಾಚ್ಯಾ ಭುತ್ತುರ್ ಹಾಯ್.