1 John 5:12 — Compare Translations

7 translations compared side by side

Odia - 1840
"ୟିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ସେହି ପୁତ୍ରଙ୍କ ସହିତ ସଂଯୁକ୍ତ ହୁଏ, କେବଳ ସେ ହିଁ ଉକ୍ତ ଅନନ୍ତ ଜୀବନ ଲାଭ କରିପାରିବ। ପୁତ୍ରଙ୍କଠାରେ ସଂଯୁକ୍ତ ହୋଇ ନ ଥିବା କୌଣସି ବ୍ୟକ୍ତି ସେହି ଜୀବନ ପ୍ରାପ୍ତ ହୋଇପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ದೆವಾಚ್ಯಾ ಲೆಕಾಚ್ಯಾ ವರ್ತಿ ವಿಶ್ವಾಸ್ ಥವ್ತಾ, ತೆಂಚ್ಯಾ ಭುತ್ತುರ್ ತೊ ಜಿವ್ ಹಾಯ್. ಖರೆ ಕೊನ್ ದೆವಾಚ್ಯಾ ಲೆಕಾಕ್ ವಿಶ್ವಾಸ್ ಥೈನಾ ತೆಂಚ್ಯಾತ್ ತೊ ಜಿವ್ ನಾ.