1 John 5:13 — Compare Translations
7 translations compared side by side
Odia - 1840
"ହେ ପରମେଶ୍ବରଙ୍କ ପୁତ୍ରଙ୍କ ନାମ ରେ ବିଶ୍ବାସ କରୁଥିବା ଲୋକମାନେ, ତୁମ୍ଭମାନେେ ଯେପରି ଜାଣ ଯେ, ତୁମ୍ଭମାନେେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ପୁତ୍ରଙ୍କ ନାମରେ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନ; ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛୁ, ଅନନ୍ତ ଜୀବନର ଅଧିକାରୀ ବୋଲି ତୁମ୍ଭେମାନେ ଯେପରି ଜାଣିବ, କାରଣ ଈଶ୍ବରଙ୍କର ପୁତ୍ରଙ୍କଠାରେ ତୁମ୍ଭମାନଙ୍କର ବିଶ୍ବାସ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଆମ୍ଭ ପାଖରେ ଅନନ୍ତ ଜୀବନ ଅଛି ହେ ପରମେଶ୍ୱରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଥିବା ଲୋକମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೆಕಾಚ್ಯಾ ನಾವಾ ವರ್ತಿ ವಿಶ್ವಾಸ್ ಥವಲ್ಲ್ಯಾ ತುಮ್ಕಾ ನಾಶ್ ಹೊಯ್ನಸಲ್ಲೆ ಜಿವನ್ ತುಮ್ಚ್ಯಾಕ್ಡೆ ಹಾಯ್ ಮನ್ತಲೆ ತುಮ್ಕಾ ಖಾತ್ರಿ ಹೊಂವ್ದಿತ್ ಮನುನ್ ಮಿಯಾ ಹೆ ವಿಶಯ್ ಲಿವ್ಕ್ ಲಾಗ್ಲಾ.