1 John 5:14 — Compare Translations

7 translations compared side by side

Odia - 1840
"ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ନିର୍ଭୀକ ଭାବରେ ଈଶ୍ୱରଙ୍କ ନିକଟକୁ ଆସି ପାରୁଛୁ, କାରଣ ଆମେ ନିଶ୍ଚିତଭାବେ ଜାଣୁ ଯେ, ତାଙ୍କ ଇଚ୍ଛା ଅନୁଯାୟୀ ଯେକୌଣସି ବିଷୟ ପ୍ରାର୍ଥନା କଲେ, ସେ ଶୁଣିବେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ନିସନ୍ଦେହରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠାରେ ଆମ୍ଭର ଏହି ଭରସା ଅଛି ଯେ ଯେତେବେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାୟୀ ତାହାଙ୍କୁ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಕಸ್ಲೊಬಿ ಸಂಶೆವ್ ನಸ್ತಾನಾ ದೆವಾಚ್ಯಾ ಜಗೊಳ್ ಯೆವ್ಕ್ ಹೊತಾ, ಹೆಚೊ ಅರ್ಥ್ ಕಾಯ್ ಮಟ್ಲ್ಯಾರ್, ಅಮ್ಕಾ ಪಾಜೆ ಹೊಲ್ಲೆ ದೆವಾಕ್ಡೆ ಮಾಗುನ್ ಘೆಟ್ಲ್ಯಾರ್ ತೊ ಅಮ್ಚಿ ಮಾಗ್ನಿ ಆಯಿಕ್ತಾ.