1 John 5:15 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦବେେ ବୋଲି ଜାଣୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୌଣସି ମୁହୂର୍ତ୍ତରେ ତାଙ୍କୁ ଡାକିଲେ ସେ ଶୁଣନ୍ତି, ଏହା ସତ୍ୟ ବୋଲି ଆମେ ଜାଣୁ। ତେଣୁ ଆମେ ଜାଣୁ ଯେ, ପ୍ରାର୍ଥନାରେ ତାଙ୍କୁ ଯାହା କିଛି ମାଗିବା, ତାହା ଆମକୁ ସେ ନିଶ୍ଚିୟ ଦାନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦେବେ ବୋଲି ଜାଣୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହି ସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮಿ ಮಾಗಲ್ಲೆ ಕಾಯ್ ರ್ಹಾಲ್ಯಾಬಿ ತೊ ಆಯ್ಕ್ತಾ ಮನ್ತಲೆ ಅಮ್ಕಾ ಗೊತ್ತ್ ಹಾಯ್, ಖರೆ ತೆಜ್ಯಾಕ್ಡೆ ಅಮಿ ಮಾಗಲ್ಲೆ ತೊ ಅಮ್ಕಾ ದಿತಾ ಮನ್ತಲೆ ಕಳುನ್ ಯೆತಾ.