1 John 5:16 — Compare Translations

7 translations compared side by side

Odia - 1840
"ଯଦି କହେି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସହେି ପାପ ମୃତ୍ଯୁଜନକ, ତବେେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ। ତହିଁରେ ପରମେଶ୍ବର ସମାନଙ୍କେୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସମାନଙ୍କେୁ ଅନନ୍ତ ମୃତ୍ଯୁ ପାଖକୁ ନଇେ ଯାଇପାରିବ ନାହିଁ। ଏପରି ପାପ ମଧ୍ଯ ଅଛି, ଯାହାର ପରିଣାମ ମୃତ୍ଯୁ ଅଟେ। ମୁଁ ତୁମ୍ଭମାନଙ୍କୁ ସପରେି ପାପ ବିଷୟ ରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ଵର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ । ମୃତ୍ୟୁଜନକ ପାପ ଅଛିଜ; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ତୁମର ଜଣେ ଭାି ପାପ କରୁଥିର ଦେଖ, କିନ୍ତୁ ତା’ଣ ସେହି ପାପ ମରଣାନ୍ତକ ନୁହେଁ, ତା’ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କର- ହୁଏ ତ ଈଶ୍ୱର ତାକୁ କ୍ଷମା ଦେଇ ରକ୍ଷା କରିବେ। ଯେଉଁମାନଙ୍କ ପାପ ମରଣାନ୍ତକ ନୁହେଁ, କେବଳ ସେହିମାନଙ୍କ ପାଇଁ ମୁଁ ଏ କଥା ଲେଖୁଛି।। କିନ୍ତୁ କେକେକ ପାପ ଅତି ମାରାତ୍ମକ; ସେ ବିଷୟରେ ଈଶ୍ୱରଙ୍କୁ ପ୍ରାର୍ଥନା କରିବା ପାଇଁ ମୁଁ କହୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ବର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ୱର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ತರ್ಬಿ ಅಪ್ಲೊ ಭಾವ್ ಪಾಪ್ ಕರ್ತಲೆ ಬಗಟ್ಲ್ಯಾರ್, ಅನಿ ತೊ ತ್ಯಾ ಪಾಪಾತ್ ಭಾಗಿಧಾರ್ ನ್ಹಯ್ ಹೊಲ್ಯಾರ್, ತ್ಯಾ ಭಾವಾಚ್ಯಾಸಾಟ್ನಿ ಮಾಗ್ನಿ ಕರುಂದಿತ್, ತನ್ನಾ ದೆವ್ ತ್ಯಾ ಪಾಪಿ ಮಾನ್ಸಾಕ್ ಜಿವನ್ ದಿತಾ. ಸದಾ ಸರ್ವತಾಕ್ ರ್‍ಹಾತಲ್ಯಾ ಮರ್ನಾಕ್ಡೆ ಚಾಲ್ವುತಲೊ ಪಾಪ್ ಕರ್ತಲ್ಯಾಂಚ್ಯಾ ವಿಶಯಾತ್ ಮಿಯಾ ಸಾಂಗ್ತಾ, ಹ್ಯೊ ಪಾಪ್ ಕರ್ತಲ್ಯಾಂಚ್ಯಾಸಾಟ್ನಿ ತುಮಿ ಮಾಗ್ನಿ ಕರುಚೆ ಮನುನ್ ಮಿಯಾ ಸಾಂಗಿನಾ.