1 John 5:17 — Compare Translations
7 translations compared side by side
Odia - 1840
"ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ଯ ଅଛି ଯାହା ଅନନ୍ତ ମୃତ୍ଯୁ ଆଡ଼କୁ ନଇଯାେଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ସମସ୍ତ ଦୁଷ୍କର୍ମ ପାପ, କିନ୍ତୁ କେତେକ ପାପ ମରଣାନ୍ତକ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ୟ ଅଛି ଯାହା ଅନନ୍ତ ମୃତ୍ୟୁ ଆଡ଼କୁ ନେଇଯାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಿತಿಕ್ ವಿರೊದ್ ಅಸಲ್ಲೆ ಸಗ್ಳೆ ಪಾಪುಚ್, ತರ್ಬಿ ಮರಾನ್ ಹಾನಿ ನಸಲ್ಲೊ ಪಾಪ್ಬಿ ಹಾಯ್.