1 John 5:18 — Compare Translations

7 translations compared side by side

Odia - 1840
"ଆମ୍ଭେ ଜାଣୁ ଯେ, ପରମେଶ୍ବରଙ୍କର ସନ୍ତାନ ହାଇେଥିବା ବ୍ଯକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ବରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜାଣୁ, ଈଶ୍ୱରଙ୍କ ସନ୍ତାନ ପାପରେ ଲିପ୍ତ ହୋଇ ରହିବ ନାହିଁ; କାରଣ ଈଶ୍ୱରଙ୍କ ପୁତ୍ର ତାକୁ ରକ୍ଷା କରିବେ-ଶୟତାନ ତା’ର କ୍ଷତି କରିପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜାଣୁ ଯେ, ପରମେଶ୍ୱରଙ୍କର ସନ୍ତାନ ହୋଇଥିବା ବ୍ୟକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ୱରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା’ର କିଛି କ୍ଷତି କରିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ನಾ ಜಲ್ಮಲ್ಲೊ ಪಾಪ್ ಕರಿನಾ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್. ದೆವಾಕ್ನಾ ಜಲ್ಮಲ್ಲೊ ಅಪ್ನಾಕ್ ಅಪ್ನಿ ರಾಕುನ್ ಘೆತಾ, ಸೈತಾನ್ ತೆಕಾ ಆಪ್ಡುಕ್ ಹೊಯ್ನಾ.