1 John 5:19 — Compare Translations
7 translations compared side by side
Odia - 1840
"ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ବରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେ ଈଶ୍ଵରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜାଣୁ, ସମଗ୍ର ଜଗତରେ ଶୟତାନ ତା’ର ଅଧିପତ୍ୟ ବିସ୍ତାର କରିଥିଲେ ସୁଦ୍ଧା, ଆମେ ଈଶ୍ୱରଙ୍କର।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ୱରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೊ ಜಗ್ ಸೈತಾನಾಚ್ಯಾ ಅದಿಕಾರಾತ್ ರ್ಹಾರ್ಲ್ಯಾಬಿ, ಅಮಿ ದೆವಾಕ್ ಸಮಂದ್ ಪಡಲ್ಲೆ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್.