1 John 5:2 — Compare Translations

7 translations compared side by side

Odia - 1840
"ଆମ୍ଭେ ପରମେଶ୍ବରଙ୍କ ସନ୍ତାନମାନଙ୍କୁ ପ୍ ରମେ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ବରଙ୍କୁ ପ୍ ରମେ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ବରଙ୍କ ସନ୍ତାନ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେତେବେଳେ ଈଶ୍ଵରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ଦ୍ଵାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ବରଙ୍କ ସନ୍ତାନମାନଙ୍କ ପ୍ରତି ଆମର ପ୍ରେମ କରି ତାଙ୍କର ଆଜ୍ଞାନୁବର୍ତ୍ତୀ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରମେଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେତେବେଳେ ଈଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚೊ ಪ್ರೆಮ್ ಕರುನ್ ತೆಚ್ಯಾ ಹುಕುಮಾ ಸಾರ್ಕೆ ಚಲ್ತಲ್ಯಾ ವೈನಾ ಅಮಿ ತೆಚ್ಯಾ ಪೊರಾಂಚೊ ಪ್ರೆಮ್ ಕರ್ತಾಂವ್ ಮನ್ತಲೆ ದಾಕ್ವುನ್ ದಿತಾಂವ್.