1 John 5:21 — Compare Translations

7 translations compared side by side

Odia - 1840
"ତେଣୁ ପ୍ରିୟ ପିଲାମାନେ, ତୁମ୍ଭମାନେେ ସବୁ ନିଜ ନିଜକୁ ଭଣ୍ଡ ଦବେତାମାନଙ୍କଠାରୁ ଦୂର ରେ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାମାନେ, ଅସତ୍ୟ ଦେବାଦେବୀଙ୍କଠାରୁ ଦୂରେଇ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପ୍ରିୟ ପିଲାମାନେ, ତୁମ୍ଭେମାନେ ସବୁ ନିଜ ନିଜକୁ ଭଣ୍ଡ ଦେବତାମାନଙ୍କଠାରୁ ଦୂରରେ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।
Odia IRV 2017 (ଓଡିଆ ବାଇବେଲ)
ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର । ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರಿತಿಚ್ಯಾ ಪೊರಾನು, ತುಮಿ ಮುರ್ತಿಯಾಂಚ್ಯಾಕ್ನಾ ಧುರ್ ರ್‍ಹಾಯ್ ಸಾರ್ಕೆ ತುಮ್ಕಾಚ್ ತುಮಿ ಸಂಬಾಳುನ್ ಘೆವಾ.