1 John 5:4 — Compare Translations

7 translations compared side by side

Odia - 1840
"ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ଵାସ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତାଙ୍କର ସନ୍ତାନମାନେ ଏହି ଜଗତକୁ ପରାସ୍ତ କରିବାକୁ ଶକ୍ତି ଲାଭ କରିଛନ୍ତି ବିଶ୍ୱାସ ବଳରେ ଆମେ ଜଗତ ଉପରେ ବିଜୟ ଲାଭ କରି ପାରିବା।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾಕ್ನಾ ಜಲ್ಮಲ್ಲೊ ಜಗಾಕ್ ಜಿಕ್ತಾ, ಜಗಾಕ್ ಜಿಕ್ತಲೊ ಅಮ್ಚೊ ವಿಶ್ವಾಸ್.