1 John 5:6 — Compare Translations
7 translations compared side by side
Odia - 1840
"ୟିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁଖ୍ରୀଷ୍ଟ। ଯୀଶୁଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ345 ସହିତ ଆସିଥିଲେ। କବଳେ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସହେି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ଯ ସାକ୍ଷ୍ଯ ଦେଲେ। ଆତ୍ମା ହିଁ ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଯୀଶୁ ଖ୍ରୀଷ୍ଟ ଜଳଦୀକ୍ଷା ଦ୍ୱାରା ତାଙ୍କ ଜୀବନର କାର୍ଯ୍ୟ ଆରମ୍ଭ କରିଥିଲେ, ପୁଣି ନିଜର ରକ୍ତ ଦ୍ୱାରା ମନୁଷ୍ୟର ପରିତ୍ରାଣ ସାଧନ କଲେ। କେବଳ ଜଳଦୀକ୍ଷା ଗ୍ରହଣ କରି ସେ ଆସି ନ ଥିଲେ, ଜଳ ଓ ରକ୍ତ ଉଭୟର ଜୀବନୀ ଶକ୍ତି ନେଇ ସେ ଆସିଥିଲେ। ଏହି କଥାର ସତ୍ୟତା ନିଜେ ପରମାତ୍ମା ପ୍ରାଣିତ କରିଛନ୍ତି; କାରଣ ପରମାତ୍ମା ହିଁ ସତ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭମାନଙ୍କୁ ତାହାଙ୍କର ପୁତ୍ର ବିଷୟରେ କହିଲେ ଯିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁ ଖ୍ରୀଷ୍ଟ। ଯୀଶୁ ଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ ସହିତ ଆସିଥିଲେ। କେବଳ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସେହି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ୟ ସାକ୍ଷ୍ୟ ଦେଲେ। ଆତ୍ମା ହିଁ ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾನಿಯಾನ್ ಅನಿ ರಗ್ತಾನ್ ಯೆಲ್ಲೊ ತೊಚ್ ಜೆಜು ಕ್ರಿಸ್ತ್ ಪಾನಿಯಾನ್ ಯವ್ಡೆಚ್ ನ್ಹಯ್, ಖರೆ ಪಾನಿಯಾನಬಿ ಅನಿ ರಗ್ತಾನಬಿ ಯೆಲ್ಲೊ ಹಾಯ್. ಹೆಕಾ ಪವಿತ್ರ್ ಆತ್ಮೊಚ್ ಸಾಕ್ಷಿ.