1 John 5:7 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ବିଷୟ ରେ ଆମ୍ଭକୁ ତିନିଜଣ ସାକ୍ଷ୍ଯ ଦିଅନ୍ତି;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରମାତ୍ମା, ଜଳ ଓ ରକ୍ତ ଯୀଶୁ ଖ୍ରୀଷ୍ଟଙ୍କ ସପକ୍ଷରେ ସାକ୍ଷ୍ୟ ଦିଅନ୍ତି ଏବଂ ଏହି ତିନିଙ୍କ ଦାକ୍ଷ୍ୟ ଏକ ସମାନ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବିଷୟରେ ଆମ୍ଭକୁ ତିନି ଜଣ ସାକ୍ଷ୍ୟ ଦିଅନ୍ତି;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।
Odia IRV 2017 (ଓଡିଆ ବାଇବେଲ)
ଆତ୍ମା, ଜଳ ଓ ବାକ୍ୟ, ଏହି ତିନି ସ୍ୱର୍ଗରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତିନି ଏକ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಯೆವ್ಡೆಚ್ ನ್ಹಯ್ ಸಾಕ್ಷಿ ದಿವ್ಕ್ ತಿನ್ ಸಾಕ್ಷಿಯಾ ಹಾತ್.