1 John 5:8 — Compare Translations
6 translations compared side by side
Odia - 1840
"ପବିତ୍ର ଆତ୍ମା, ଜଳ ଓ ରକ୍ତ। ଏହି ତିନିଜଣଙ୍କ ସାକ୍ଷ୍ଯ ଏକ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ରଆତ୍ମା, ଜଳ ଓ ରକ୍ତ। ଏହି ତିନି ଜଣଙ୍କ ସାକ୍ଷ୍ୟ ଏକ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ।
Odia IRV 2017 (ଓଡିଆ ବାଇବେଲ)
ଏହି ପୃଥିବୀରେ ଆତ୍ମା, ଜଳ ଏବଂ ରକ୍ତ ସାକ୍ଷ୍ୟ ଦିଅନ୍ତି ଏବଂ ସେମାନେ ଏକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಆತ್ಮೊ, ಪಾನಿ ಅನಿ ರಗಾತ್; ಹ್ಯಾ ತಿಗ್ಯಾಂಚೊಬಿ ಎಕುಚ್ ಅಬಿಪ್ರಾಯ್.