1 John 5:9 — Compare Translations

7 translations compared side by side

Odia - 1840
"ଯେ ତବେଳେ ଲୋକମାନେ ସତ୍ଯକଥା କହନ୍ତି, ଆମ୍ଭେ ତାହା ବିଶ୍ବାସ କରିଥାଉ। କିନ୍ତୁ ପରମେଶ୍ବର ଯାହା କହନ୍ତି, ତାହା ତ ଅଧିକ ବିଶ୍ବାସ ୟୋଗ୍ଯ। ପରମେଶ୍ବର ତାହାଙ୍କ ପୁତ୍ରଙ୍କ ବିଷୟ ରେ ସତ୍ଯ ସାକ୍ଷ୍ଯ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ଵରଙ୍କ ସାକ୍ଷ୍ୟ ତାହାଠାରୁଶ୍ରେଷ୍ଠ, ଆଉ ଈଶ୍ଵରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ଵନ୍ଧେ ସାକ୍ଷ୍ୟ ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟମାନଙ୍କ ସାକ୍ଷ୍ୟରେ ଆମେ ବିଶ୍ୱାସ ସ୍ଥାପନ କରି ଥାଉ। ଈଶ୍ୱରଙ୍କ ସାକ୍ଷ୍ୟ ଅଧିକ ବିଶ୍ୱାସଯୋଗ୍ୟ। ଈଶ୍ୱର ନିଜେ ତାଙ୍କ ପୁତ୍ରଙ୍କ ସପକ୍ଷରେ ଏହି ସାକ୍ଷ୍ୟ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକମାନେ ସତ୍ୟକଥା କହନ୍ତି, ଆମ୍ଭେ ତାହା ବିଶ୍ୱାସ କରିଥାଉ। କିନ୍ତୁ ପରମେଶ୍ୱର ଯାହା କହନ୍ତି, ତାହା ତ ଅଧିକ ବିଶ୍ୱାସ ଯୋଗ୍ୟ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କ ବିଷୟରେ ସତ୍ୟ ସାକ୍ଷ୍ୟ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ୱରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ୱରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಮಾನ್ಸಾಚಿ ಸಾಕ್ಷಿ ಅಮಿ ಮಾನುನ್ ಘೆತಾಂವ್, ತಸೆಚ್ ದೆವಾಚಿ ಸಾಕ್ಷಿ ಮೊಟಿ, ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾನ್ ತೆಚ್ಯಾ ಲೆಕಾಚ್ಯಾ ವಿಶಯಾತ್ ಸಾಕ್ಷಿ ದಿಲ್ಲಿ ಹಾಯ್.