1 Kings 1:10 — Compare Translations

5 translations compared side by side

Odia - 1840
"ମାତ୍ର ସେ ନାଥନ ଭବିଷ୍ଯଦ୍ବକ୍ତାଙ୍କୁ, ବନାଯଙ୍କୁ, ପିତାଙ୍କର ସ୍ବତନ୍ତ୍ର ବୀରମାନଙ୍କୁ ଓ ନିଜର ଭାଇ ଶଲୋମନଙ୍କୁ ନିମନ୍ତ୍ରଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ନାଥନ ଭବିଷ୍ୟ‌ଦ୍‌ବକ୍ତାଙ୍କୁ, ବନାୟଙ୍କୁ, ପିତାଙ୍କର ସ୍ୱତନ୍ତ୍ର ବୀରମାନଙ୍କୁ ଓ ନିଜର ଭାଇ ଶଲୋମନଙ୍କୁ ନିମନ୍ତ୍ରଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।