1 Kings 1:11 — Compare Translations

5 translations compared side by side

Odia - 1840
"ଏଥି ରେ ନାଥନ ଶଲୋମନଙ୍କର ମାତା ବତ୍ଶବୋଙ୍କୁ କହିଲେ, ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାର ରେ ହଗୀତଙ୍କର ପୁତ୍ର ଅଦୋନିଯ ନିଜକୁ ରାଜା କରିଅଛନ୍ତି। ଏହା କ'ଣ ତୁମ୍ଭେ ଶୁଣି ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାକୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜ୍ୟ କରୁଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ନାଥନ ଓ ବ‌ତ୍‌ଶେବା ଶଲୋମନ ସପକ୍ଷରେ କହିଲେ ଏଥିରେ ନାଥନ ଶଲୋମନଙ୍କର ମାତା ବ‌ତ୍‌ଶେବାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତଙ୍କର ପୁତ୍ର ଅଦୋନିୟ ନିଜକୁ ରାଜା କରିଅଛନ୍ତି। ଏହା କ’ଣ ତୁମ୍ଭେ ଶୁଣି ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ନାଥନ ଶଲୋମନଙ୍କର ମାତା ବତ୍‍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କ’ଣ ତୁମ୍ଭେ ଶୁଣି ନାହଁ?